Masthead

ଗ୍ୟାସ ଲିକରୁ ଅଗ୍ନିକାଣ୍ଡ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ):  ଜଳିଗଲା ଘର । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରେଙ୍ଗପାଲି ପଞ୍ଚାୟତ ଡ଼ଙ୍ଗରିଗୁଡ଼ା ଗାଁରେ ଘଟିଛି ଏଭଳି ଘଟଣା । ନରେନ୍ଦ୍ର କୈବର୍ତ୍ତଙ୍କୁ ଉଜ୍ଜଳା ଯୋଜନାରେ ମିଳିଥିବା ଗ୍ୟାସକୁ ସଂଯୋଗ କରୁଥିବା ସମୟରେ ହଠାତ୍ ଗ୍ୟାସ ଲିକ ହୋଇ ନିଆଁ ଲାଗିଯାଇଥିଲା ।

ସଙ୍ଗେ ସଙ୍ଗେ ଘରସାରା ନିଆଁ ବ୍ୟାପି ଯାଇଥିଲା । ଘରେ ଥିବା ସମସ୍ତ ଆସବାପତ୍ର ସହ ୩ ବଖରା ଜଳି ପାଉଁଶ ହୋଇଯାଇଥିଲା । ପରେ କୋକସରା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଥିଲା । କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପରିବାର ପକ୍ଷରୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା