Masthead

ଗ୍ୟାସରେ ମହିଳା ପୋଡ଼ିଗଲେ

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଗ୍ୟାସରେ ପୋଡ଼ି ମହିଳା ଗୁରୁତର । ଆଜି ଏଭଳି ଅଭାବନୀୟ ଘଟଣା ଘଟିଛି ଆଠଗଡ ଥାନା ଜେନାପଦା ଗ୍ରାମରେ । ଜେନାପଦା ଗ୍ରାମର ସତ୍ୟନାରାୟଣ ମହାନ୍ତିଙ୍କ ସ୍ତ୍ରୀ ସରୋଜିନୀ ମହାନ୍ତି ଆଜି ସକାଳ ୧୧ଟା ସମୟରେ ରୋଷେଇ କରିବାକୁ ଯିବା ସମୟରେ ରୋଷେଇଘରେ ଗ୍ୟାସ ଲିକ ହୋଇଥିଲା । ଜାଣିନପାରି ସରୋଜିନୀ ଗ୍ୟାସ ଲଗାଇବା ସମୟରେ ହଠାତ ତାଙ୍କ ଦେହରେ ନିଆଁ ଲାଗିଯାଇଥିଲା । ପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ି ହୋଇଯାଇଥିବା କହିଥିଲେ । ପରେ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ରେଫର କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା