Masthead

ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଫାଟିଲା ଗ୍ୟାସ ଟାଙ୍କି ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ । ଅଳ୍ପକେ ବର୍ତିଲେ ଶ୍ରମିକ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜକନିକା ଥାନା ଅନ୍ତର୍ଗତ ବରାଡିଆ ଗ୍ରାମରେ । ସେଠାରେ କାମ କରୁଥିବା ଶ୍ରମିକଙ୍କ ଟେଣ୍ଟରେ ଥିବା ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ଗ୍ୟାସ ଟାଙ୍କିଟି ଫାଟିଯାଇ ଭୟାଵହ ଅଗ୍ନିକାଣ୍ଡ ଘଟି ଟେଣ୍ଟ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜଳି ଯାଇଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଟେଣ୍ଟ ଭିତରେ କୌଣସି ଶ୍ରମିକ ନଥିବାରୁ ଅଳ୍ପକେ ସେମାନଙ୍କର ଜୀବନ ବଞ୍ଚି ଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ରାଜକନିକା ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି