Masthead

ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଫାଟିଲା ଗ୍ୟାସ ଟାଙ୍କି ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ । ଅଳ୍ପକେ ବର୍ତିଲେ ଶ୍ରମିକ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜକନିକା ଥାନା ଅନ୍ତର୍ଗତ ବରାଡିଆ ଗ୍ରାମରେ । ସେଠାରେ କାମ କରୁଥିବା ଶ୍ରମିକଙ୍କ ଟେଣ୍ଟରେ ଥିବା ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ଗ୍ୟାସ ଟାଙ୍କିଟି ଫାଟିଯାଇ ଭୟାଵହ ଅଗ୍ନିକାଣ୍ଡ ଘଟି ଟେଣ୍ଟ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜଳି ଯାଇଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଟେଣ୍ଟ ଭିତରେ କୌଣସି ଶ୍ରମିକ ନଥିବାରୁ ଅଳ୍ପକେ ସେମାନଙ୍କର ଜୀବନ ବଞ୍ଚି ଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ରାଜକନିକା ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ