Masthead

ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ଚତୁର୍ଥ ଦିନ ହେବ ତେଲ ଦର ବୃଦ୍ଧି ଘଟିଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇ ପେଟ୍ରୋଲ ଲିଟର ପିଛା ୧୦୩.୮୪ ଟଙ୍କା ରହିଛି। ସେହିପରି ଡିଜେଲର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ଡିଜେଲ ମୂଲ୍ୟ ୯୨.୪୭ ଟଙ୍କା ରହିଛି।

ମୁମ୍ବାଇରେ ପେଟ୍ରୋଲ ଦର ଲିଟର ପିଛା ୨୯ ପଇସା ବୃଦ୍ଧି ପାଇ ୧୦୯.୮୩ ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲର ଦର ଲିଟର ପିଛା ୩୭ ପଇସା ବୃଦ୍ଧି ପାଇ ୧୦୦.୨୯ ଟଙ୍କାରେ ପହଞ୍ଚିଛି। ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଥିବାବେଳେ ଓଡ଼ିଶାରାଜଧାନୀ ଭୁବନେଶ୍ୱରେ ଏହା ହ୍ରାସ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ