Masthead

ପେଟ୍ରୋଲ, ଡିଜେଲ, ଗ୍ୟାସ ମହଙ୍ଗା ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢୁଛି ଦର । କରୋନା ସଙ୍କଟ ସମୟରେ ମହାଙ୍ଗା ମାଡ । ବୋଝ ଉପରେ ନଳିତା ବିଡା କହିଲେ ଭୁଲହେବ ନାହିଁ । ପେଟ୍ରୋଲ, ଡିଜେଲ ପରେ ରନ୍ଧନ ଗ୍ୟାସର ଚିନ୍ତା ଘାରିଛି ଲୋକଙ୍କୁ । ପେଟ୍ରୋଲ, ଡିଜେଲ ପରେ ଗ୍ୟାସ ଦର ମହଙ୍ଗା ।

ଛଅ ମାସରେ ୧୪୦ ଟଙ୍କା ବୃଦ୍ଧି ହୋଇଛି । ଗତ ୭ ବର୍ଷରେ ଦୁଇ ଗୁଣା ଦର ବୃଦ୍ଧି । ଦର ଦାମ ଉପରେ କେନ୍ଦ୍ର ସରକାରଙ୍କ ନିୟନ୍ତ୍ରଣ ନାହିଁ । ସିଲିଣ୍ଡର ପିଛା ୨୫ ଟଙ୍କା ୫୦ ପଇସା ମହଙ୍ଗା । ରନ୍ଧନ ଗ୍ୟାସ, ଇନ୍ଧନ ଦର ବୃଦ୍ଧିକୁ ନେଇ ଖାଉଟି ହେଉଛନ୍ତି ହନ୍ତସନ୍ତ । ପେଟ୍ରୋଲର ଦର ୧୦୦ ତଳକୁ ଖସୁନି । ଡିଜେଲ ୯୭ ଟଙ୍କା ଥିବା ବେଳେ ଗ୍ୟାସ ଦର ୮୬୧ ଟଙ୍କା ଉପରେ ରହିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା