Masthead

ଏମକେସିଜିରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବ୍ରହ୍ଣପୁରର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ୍ ଓ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏମକେସିଜି ମେଡିକାଲ କଲେଜରେ ଦୁଇ ସୁପର ସ୍ପେସିଆଲିଟି ବିଭାଗ ଖୋଲାଯିବ ।

ସମଗ୍ର ଦକ୍ଷିଣଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପରସ୍ପେସିଆଲିଟି ଚିକିତ୍ସା ସୁବିଧା ଉପଲବ୍ଧ ହେବ । ଦକ୍ଷିଣଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ପଦ୍ଧତି ଆରମ୍ଭ ହୋଇଛି । ବ୍ରହ୍ମପୁରର ଏମକେସିଜ ମେଡିକାଲ କଲେଜ ଦକ୍ଷିଣଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ ।  ଜନସାଧାରଣଙ୍କୁ ଚିକିତ୍ସା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତ୍ତମାନ ଏହି ସୁପରସ୍ପେସିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ ବୋଲି ଆଶା କରାଯାଉଛି ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା