Masthead

ଗାୟତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କଟକଚଣ୍ଡୀ

କଟକ (ବଡ଼ ଖବର ବ୍ୟୁରୋ): ଶକ୍ତିପୀଠରେ ଚାଲିଛି ମାଆଙ୍କ ଷୋଡ଼ଶ ଉପଚାର ପୂଜା । କଟକ ର ଆରାଧ୍ୟ ଦେବୀ ମାଆ କଟକଚଣ୍ଡୀ ଗାୟତ୍ରୀ ବେଶରେ ଦର୍ଶନ ଦେଉଥିବା ବେଳେ କଟକ ଇଷ୍ଟଦେବୀ ମା ଗଡ଼ଚଣ୍ଡୀ ମଧ୍ୟ ଗାୟତ୍ରୀ ବେଶରେ ଦର୍ଶନ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ପୀଠରେ ମୂଳାଷ୍ଟମୀଠାରୁ ଆରମ୍ଭ ହୋଇାଯାଇଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା । ନୀତିକାନ୍ତିରେ ପ୍ରତିନଦିନ ମାଆଙ୍କ ପୂଜା ହେଉଛି ।

କୋଭିଡ୍ କଟକଣାରେ ମାଆଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ସେପଟେ ମଣ୍ଡପରେ କାଲି ହେବ ମାଆଙ୍କ ଷଷ୍ଠୀ ପୂଜା । ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ଆରମ୍ଭ ହୋଇସାରିଛି ଜଗତଜନନୀ ମା’ଦୁର୍ଗାଙ୍କ ପୂଜା। ୯ଦିନ ଧରି ପୂଜା ପାଇବେ ମା’। ମା’ଙ୍କ ଆଗମନରେ ଚଳଚଞ୍ଚଳ ଗାଁଠୁ ସହର। କିନ୍ତୁ ଚଳିତ ବର୍ଷ କରୋନା ପାଇଁ ଫିକା ପଡିଛି ଦଶହରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ