Masthead

ଆଜି ସମ୍ପନ୍ନ ହେବ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ବିଶିଷ୍ଟ ଲେଖିକା, ସମାଜସେବୀ, ତଥା ସାମ୍ବାଦିକା ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ଆଜି ସମ୍ପନ୍ନ ହେବ । ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ୮୦ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି ।

ପୁଅ ଆଦିତ୍ୟ ସିଂହ ମେହେଟ୍ଟା ଦିଲ୍ଲୀରୁ ଆସି ପହଞ୍ଚିବା ପରେ ଗୀତା ମେହେଟ୍ଟାଙ୍କର ଅନ୍ତିମ ସଂସ୍କାର କରାଯିବ । ଗୀତା ମେହେଟ୍ଟାଙ୍କ ବିୟୋଗ ଖବର ଶୁଣି ମୁଖ୍ୟମନ୍ତ୍ରୀ ତାଙ୍କର ଶେଷ ଦର୍ଶନ କରିବାକୁ ଦିଲ୍ଲୀରେ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ଥିଲେ ଗୀତା ମେହେଟ୍ଟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା