Masthead

ବାହାନଗା ଟ୍ରେନ ଟ୍ରାଜେଡି, ବଦଳିଲେ ଦକ୍ଷିଣ ପୂର୍ବ ରେଳପଥ ଜେନେରାଲ ମ୍ୟାନେଜର

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ଦୁର୍ଘଟଣାର ଅନେକ ଦିନ ପରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପଦରୁ ହଟିଲେ ଦକ୍ଷିଣ ପୂର୍ବ ରେଳ ପଥ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ । ଅର୍ଚ୍ଚନାଙ୍କ ସ୍ଥାନରେ ଅନିଲ କୁମାର ମିଶ୍ର ମିଳିବ ଦାୟିତ୍ୱ । ଏନେଇ ନିଷ୍ପତ୍ତି ନେଇଛି କ୍ୟାବିନେଟ କମିଟିର ନିଯୁକ୍ତି ସମିତି ।

ଅର୍ଚ୍ଚନା ଯୋଶୀଙ୍କୁ କର୍ଣ୍ଣାଟକର ୟେଲହଙ୍କାରେ ରେଲୱେ ଭେହିକିଲ ଫ୍ୟାକ୍ଟ୍ରିରେ ଜେନେରାଲ ମ୍ୟାନେଜର ଭାବେ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ଅର୍ଚ୍ଚନା ପର୍ଯ୍ୟଟନ, ରେଳ ମନ୍ତ୍ରାଳୟ, ରେଲୱେ ବୋର୍ଡର ସଦସ୍ୟ ଭାବେ କାମ କରିଛନ୍ତି । ଏହି ଟ୍ରେନ ଟ୍ରାଜେଡି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଛି । ଏବେବି ଅନେକ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏବେବି ଅନେକ ମୃତଦେହର ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା