Masthead

ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଜର୍ମାନର ପ୍ରତିକ୍ରିୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ପରେ ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ । ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ ରଖି କରାଯିବ ବୋଲି ଆମେ ନିଶ୍ଚିତ । ଆମର ଜ୍ଞାନ ଅନୁଯାୟୀ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବା ପରେ ମଧ୍ୟ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବାର ବିକଳ୍ପ ରହିଛି।

ଜର୍ମାନୀର ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତି ପରେ ଏପର୍ଯ୍ୟନ୍ତ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ।ପୂର୍ବରୁ ମଧ୍ୟ ଆମେରିକା କହିଥିଲା ଯେ, ଆମେରିକା ରାହୁଲ୍‌ ଗାନ୍ଧୀଙ୍କ ମାମଲା ଉପରେ ଦୃଷ୍ଟି ରଖିବା ସହିତ ଭାରତ ସରକାରଙ୍କ ସହିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ବାକ୍‌ ସ୍ବାଧୀନତା ପ୍ରସଙ୍ଗ ସଂକ୍ରାନ୍ତ ପ୍ରତିବଦ୍ଧତା ବିଷୟରେ ମତବିନିମୟ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ