Masthead

ଟିକା ନିଅ, ଉପହାର ଜିତ

ଇନ୍ଦୋର (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଚାଲିଛି ଟିକାକରଣ । କରୋନା ମହାମାରୀରୁ ଦୂରେଇ ରହିବା ପାଇଁ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି । ଏଭଳି ପରିସ୍ଥିତିରେ ଦେଶର ସ୍ୱଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବାଲାଗି ଭାକ୍ସିନ୍ ନେଲେ ଉପହାର ପ୍ରଦାନ କରାଯାଉଛି ।

ସହରର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀ ତଥା କମ୍ପାନୀ ପକ୍ଷରୁ ଏଭଳି ଲୋଭନୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି । ଭାକ୍ସିନ୍ ନେଲେ ଉପହାରରେ ଫ୍ରିଜ୍ ସହିତ ବହୁ ଦାମିକା ଉପହାର ପ୍ରଦାନ କରାଯାଉଛି । କେତେକ ଟିକାକରଣ କେନ୍ଦ୍ରରେ ଲକି ଡ୍ର ଅନୁଷ୍ଠିତ ହେଉଛି । ଟିକା ନେବାକୁ ଆସିଥିବା ଲୋକଙ୍କୁ ଅତିଥି ଭାବେ ପାଛୋଟି ନେଉଛନ୍ତି । ତା ସହ ସମ୍ମାନିତ କରାଯାଉଛି । ଲସି, କୋଲ୍ଡଡ୍ରିଙ୍ଗସ୍ ଏବଂ ଅନ୍ୟ ପାନୀୟ ମଧ୍ୟ ପ୍ରଦାନ କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା