Masthead

ଟିକା ନିଅ, ଉପହାର ଜିତ

ଇନ୍ଦୋର (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଚାଲିଛି ଟିକାକରଣ । କରୋନା ମହାମାରୀରୁ ଦୂରେଇ ରହିବା ପାଇଁ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି । ଏଭଳି ପରିସ୍ଥିତିରେ ଦେଶର ସ୍ୱଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବାଲାଗି ଭାକ୍ସିନ୍ ନେଲେ ଉପହାର ପ୍ରଦାନ କରାଯାଉଛି ।

ସହରର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀ ତଥା କମ୍ପାନୀ ପକ୍ଷରୁ ଏଭଳି ଲୋଭନୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି । ଭାକ୍ସିନ୍ ନେଲେ ଉପହାରରେ ଫ୍ରିଜ୍ ସହିତ ବହୁ ଦାମିକା ଉପହାର ପ୍ରଦାନ କରାଯାଉଛି । କେତେକ ଟିକାକରଣ କେନ୍ଦ୍ରରେ ଲକି ଡ୍ର ଅନୁଷ୍ଠିତ ହେଉଛି । ଟିକା ନେବାକୁ ଆସିଥିବା ଲୋକଙ୍କୁ ଅତିଥି ଭାବେ ପାଛୋଟି ନେଉଛନ୍ତି । ତା ସହ ସମ୍ମାନିତ କରାଯାଉଛି । ଲସି, କୋଲ୍ଡଡ୍ରିଙ୍ଗସ୍ ଏବଂ ଅନ୍ୟ ପାନୀୟ ମଧ୍ୟ ପ୍ରଦାନ କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ