ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଘଣାଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଅନବସରର ତୃତୀୟ ଦିନ । ତ୍ରୟୋଦଶୀ ତିଥିରେ ଆଜି ହେବ ଶ୍ରୀଜିଉଙ୍କ ଘଣାଲାଗି ନୀତି । ଗତକାଲିଠାରୁ ସୁନା କୂଅରୁ ତିନି ଗରା ଜଳ ସୁଦ୍ଧସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଅଛି । ଆଜି ଶ୍ରୀଜିଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୁଦ୍ଧ ସୁଆରଙ୍କ ଘରୁ ଘଣ୍ଟଘଣ୍ଟା ଓ ପଟୁଆରରେ ସୂର୍ଯ୍ୟାସ୍ତ ପୂର୍ବରୁ ଶ୍ରୀମନ୍ଦିରକୁ ବିଜେ କରାଯିବାର ପରମ୍ପରା ରହିଛି । ପରେ ଖଳି ଲାଗି ହୋଇ ମହାପ୍ରଭୁଙ୍କ ଶ୍ରୀମୁଖ ଓତା ପଡିବ । ଆଜି ମଧ୍ୟ ଦତ୍ତମହାପାତ୍ରଙ୍କ ଘରୁ ଭୋଗମଣ୍ଡପ ନୀତି ପରେ ଖଡ଼ି ଆସି ଖଡି ଲାଗି ନୀତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ