Masthead

ଆଫଗାନିସ୍ତାନର ସ୍ଥିତି ପାଇଁ ଘନି ଦାୟୀ: ବାଇଡେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହ୍ୱାଇଟ୍ ହାଉସରୁ ବାଇଡେନଙ୍କ ବାର୍ତ୍ତା । ଆଫଗାନିସ୍ତାନର ଏ ସ୍ଥିତି ପାଇଁ ଘନି ଦାୟୀ । ଆମର ମିଶନ ଆତଙ୍କବାଦ ବିରୋଧରେ ।

ବିଦ୍ରୋହ କିମ୍ବା ରାଷ୍ଟ୍ର ନିର୍ମାଣ ପାଇଁ ନୁହେଁ । ଆମେ ସବୁବେଳେ ସଠିକ ନିଷ୍ପତ୍ତି ନେଇଛୁ । ସେଠାରେ ଆମେ ବହୁତ ଟଙ୍କା ଖର୍ଚ୍ଚ କରିଛୁ । ଭବିଷ୍ୟତ ପାଇଁ ଆଫଗାନବାସୀ ଲଢିବା ଉଚିତ । ଆମେ ସବୁ ପ୍ରକାର ସହଯୋଗ କରିଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ