Masthead

ପଣ୍ଡୁଆରେ ଟଙ୍କା ବଣ୍ଟାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ଆହତ

ଘଷିପୁରା (ବଡ଼ ଖବର ବ୍ୟୁରୋ): ଘଷିପୁରା ନିର୍ବାଚନମଣ୍ଡଳିର ପଣ୍ଡୁଆ ଗାଁରେ ଟଙ୍କା ବଣ୍ଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ଯୁବକ ପଣ୍ଡୁଆ ଗାଁର ବସନ୍ତ ଚକ୍ର । ତାଙ୍କୁ ସାଇଁକୁଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରାଜନୀତି ତଥା ସ୍ୱାଧୀନ ପ୍ରାର୍ଥୀ ଙ୍କ ନିମନ୍ତେ ଟଙ୍କା ବଣ୍ଟାକୁ ନେଇ ଗତକାଲି ସନ୍ଧ୍ୟାରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ହୋଇଥିଲେ ।

ପ୍ରତିପକ୍ଷ ଯୁବକଙ୍କ ଆକ୍ରମଣରେ ବସନ୍ତ ଆହତ ହୋଇଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଥିବା ବେଳେ ରାମଚନ୍ଦ୍ରପୁର ପୋଲିସ ପହଁଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା