Masthead

ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ

ଘଷିପୁରା (ବଡ଼ ଖବର ବ୍ୟୁରୋ): ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ। ଆନନ୍ଦପୁର ମେଡିକାଲରେ ଭର୍ତ୍ତି। ଘସିପୁରା ଥାନା ଅନ୍ତର୍ଗତ ଶାମୁକାନେଣ୍ଡି ଗ୍ରାମର ପ୍ରହଲାଦ ବାରିକ ଓ ତାଙ୍କ ପୁଅ ଆଲୋକ ବାରିକଙ୍କୁ ଗ୍ରାମର କିଛି ଯୁବକ ଆକ୍ରମଣ କରିଛନ୍ତି। ଗାଁରେ ଏକ କ୍ଲବ ଘର ନିର୍ମାଣକୁ ନେଇ ପ୍ରଥମେ ବଚସା ଆରମ୍ଭ ହୋଇଥିଲା। ଆଲୋକ ବଜାରରୁ ଘରକୁ ଫେରୁଥିବା ସମୟରେ ସେହି ଗ୍ରାମର ଅନ୍ୟ ୩ଜଣ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ବାପା ଉଦ୍ଧାର କରିବାକୁ ଆସିଥିବା ବେଳେ ତାଙ୍କ ହାତକୁ ମଧ୍ୟ ଏକ ଠେଙ୍ଗାରେ ପିଟି ଭାଙ୍ଗି ଦେଇଥିଲେ । ଉଭୟଙ୍କୁ ଗାଁଲୋକ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିବା ପରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର