Masthead

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଦାବି

ଘଷିପୁରା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ କେଶଦୁରାପାଳ ପଞ୍ଚାୟତରେ ଦୀର୍ଘ ଦିନ ଧରି ଅନେକ ପରିବାର ପାନୀୟଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାର ତୁରନ୍ତ ସମାଧାନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଡ଼.ଶମ୍ବୁନାଥ ରାଉତଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ତ ପରିବାରର ମହିଳାମାନେ ଏକତ୍ରିତ ହୋଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବା ପାଇଁ ନିବେଦନ କରିଛନ୍ତି ।

ସର୍ବନିମ୍ନ ପୋଡି ଯାଇଥିବା ପାଣି ମୋଟର ତୁରନ୍ତ ରିପ୍ୟାରିଂ କରିବା ପାଇଁ ଦାବି କରିବା ସହ ଏକ ନୂତନ ବୋରିଂର ବ୍ୟବସ୍ଥା କଲେ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ଆଶା ପ୍ରକଟ କରିଛନ୍ତି ।ଏହି ଘାଟଣାକୁ ତତ୍ତକ୍ଷଣାତ୍ ଆରଡବ୍ଲୁ୍ୟଏସଏସର ନିର୍ବାହୀ ଯନ୍ତ୍ରୀଙ୍କ ସହ ଡ଼ ରାଉତ ଆଲୋଚନା କରି ଦୁଇଦିନ ମଧ୍ୟରେ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ