Masthead

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ । ଲଢିବେ ନାହିଁ ଲୋକ ସଭା ନିର୍ବାଚନ । ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ କଂଗ୍ରେସ ନେତା ଅନନ୍ତନାଗ-ରଜୌରୀ ଲୋକସଭା ଆସନରୁ ଲଢ଼ିବାକୁ ପାର୍ଟି ଦ୍ୱାରା ମନୋନୀତ ହୋଇଥିଲେ।

ତେବେ ବୁଧବାର ଅନନ୍ତନାଗରେ ସେ ଏହି ଘୋଷଣା କରିଥିଲେ। ଏପ୍ରିଲ୍ ୨ ରେ ସେ ଏହି ଆସନରେ ପ୍ରତିଦ୍ବନ୍ଦିତା କରିବା ପାଇଁ ମନୋନୀତ ହୋଇଥିଲେ ଦାଖଲ କରିଥିଲେ। ଗୁଲାମ ନବୀ ଅନନ୍ତନାଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ଏବଂ ନ୍ୟାସନାଲ କନ୍ଫରେନ୍ସ ମୁଖ୍ୟ ସାମରିକ ନେତା ମିଆନ୍ ଆଲ୍ଟାଙ୍କ ଅହମ୍ମଦଙ୍କ ବିରୋଧରେ ନିର୍ବାଚନ ଲଢ଼ିଥାନ୍ତେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ