Masthead

ରସାବଳୀକୁ ମିଳୁ ଜି.ଆଇ ଟ୍ୟାଗ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳୀକୁ ଜି.ଆଇ ଟ୍ୟାଗ ଦାବି କଲେ ସାଂସଦ। ସୁବାସ ସିଂହ, ମମତା ମହନ୍ତ ଓ ମୁନାଁ ଖାଁ, ପାର୍ଲାମେଣ୍ଟ କାର୍ୟ୍ୟାଳୟରେ ଭେଟି କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ସ୍ମାରକପତ୍ର ଦେଇଛନ୍ତି। ଜାତୀୟ ଓ ଅନ୍ତର୍ଜାତୀୟ ସ୍ବୀକୃତି ପାଇଁ ୩ ସାଂସଦଙ୍କ ଦାବି କରିଛନ୍ତି। ତୁଳସୀକ୍ଷେତ୍ର ଶ୍ରୀ ବଳଦେବଜିଉଙ୍କ ମୁଖ୍ୟ ପ୍ରସାଦ ହେଉଛି ରସାବଳୀ।

ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳୀ ପ୍ରଦର୍ଶିତ ହୋଇ ଆଦୃତ ହୋଇପାରିଛି । ଦିଲ୍ଲୀରୁ ଓଡ଼ିଶା ପୁରା ପଲ୍ଲୀ ପର୍ଯ୍ୟନ୍ତ ବିଭିନ୍ନ ଯାନୀ ଯାତ୍ରା, ମେଳା ଓ ପ୍ରଦର୍ଶନୀ ମାନଙ୍କରେ ରସାବଳୀ ପ୍ରଦର୍ଶିତ ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡାର ରସାବଳୀକୁ ଜିଆଇଟ୍ୟାଗ ମିଳିଲେ, ଏହା ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇପାରିବା ସହିତ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇ ପାରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ