Masthead

କଟକର ତାରକସି ସାମଗ୍ରୀକୁ ମିଳିବ GI ଟ୍ୟାଗ୍

କଟକ (ବଡ଼ ଖବର ବ୍ୟୁରୋ): କଟକର ତାରକସି ସାମଗ୍ରୀକୁ ଖୁବଶୀଘ୍ର ମିଳିବ ଜିଆଇ ଟ୍ୟାଗ୍ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ମାନ୍ୟତା ପାଇଁ ବିଧିବଦ୍ଧ ଭାବରେ ଆବେଦନ କରିଛି ଓଏସଆଇସି । କଟକର ତାରକସି ସାମଗ୍ରୀ ବିଶ୍ବ ବଜାରରେ ବଢିବ ଚାହିଦା । ଏଣିକି ବିଶ୍ବ ବଜାରରେ ମିଳିବ କଟକର ନିଖୁଣ କାରିଗରୀ । ଉପକୃତ ହେବେ କାରୀଗର, ବଢିବ ରୋଜଗାର । ସରକାରଙ୍କ ଏଭଳି ଉଦ୍ୟମକୁ ସ୍ବାଗତ କରିଛନ୍ତି ତାରକସି କାରିଗର ।

ତାରକସି କାରିଗରଙ୍କ ପାଇଁ କଟକରେ ସ୍ବତନ୍ତ୍ର ମାର୍କେଟ କରିବାକୁ ସରକାର ଯୋଜନା କରିଛନ୍ତି । କାରିଗର କୁଳର ଉନ୍ନତି ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ତାରକସି କାମକୁ ଜିଆଇ ମାନ୍ୟତା ପାଇଁ ସରକାରଙ୍କ ତତ୍ପରତା ଏହାକୁ ପ୍ରମାଣିତ କରୁଛି । ଏଭଳି ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ରାଜ୍ୟସଭା ସାଂସଦ ସୁବାସ ସିଂହ । ଏହା ସହିତ କଟକ ବାରବାଟି ବିଧାୟକ ମଧ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା