Masthead

ସମାଜବାଦୀ ପାର୍ଟିର ଗୁମର ଖୋଲିଥାନ୍ତା, ସେଥିପାଇଁ ରାସ୍ତାରୁ ହଟାଇ ଦିଆଗଲା: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ଅତିକ ଅହମ୍ମଦ ହତ୍ୟାକାଣ୍ଡକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂହ । ଉତ୍ତରପ୍ରଦେଶ ହତ୍ୟାକାଣ୍ଡକୁ ନେଇ ପ୍ରଶ୍ନ କରିବାରୁ ଓଡ଼ିଶା ଆଇନଶୃଙ୍ଖଳା ପରିସ୍ଥିତି କଥା ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ । ଓଡ଼ିଶାରେ ଦୁଇ ମାସ ତଳେ ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରାଗଲା ।

ସେତେବେଳେ ଓଡ଼ିଶାର ଆଇନଶୃଙ୍ଖଳା ସ୍ଥିତି କ’ଣ ଥିଲା ବୋଲି ପ୍ରଶ୍ନ କରିଛନ୍ତି । ଅତିକ ଅହମ୍ମଦ ସମାଜବାଦୀ ପାର୍ଟିର ଗୁମର ଖୋଲିବେ ବୋଲି କୁହାଯାଉଥିଲା । ସେଥିପାଇଁ ବୋଧେ ତାକୁ ରାସ୍ତାରୁ ହଟେଇ ଦେଲେ ବୋଲି କହଛନ୍ତି ଗିରିରାଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି