Masthead

ଅଲଗାଓବାଦୀ ଓ କଟରବାଦୀ ଚିନ୍ତାଧାରା ଚଳିବ ନାହିଁ: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହିଂସାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। ଓଡ଼ିଶା ଭଳି ଶାନ୍ତ ଓ ସାଂସ୍କୃତିକ ରାଜ୍ୟରେ ଅଲଗାଓବାଦୀ ଓ କଟରବାଦୀ ଚିନ୍ତାଧାରା ଚଳିବ ନାହିଁ। ହନୁମାନ ଜୟନ୍ତୀ ଏବଂ ରାମ ନବମୀ ଶୋଭାଯାତ୍ରା ଉପରେ ପଥର ମାଡ଼ ଓଡ଼ିଶା ରେ କିମ୍ବା ଦେଶରେ ଏହା ଗ୍ରହଣୀୟ ନୁହେଁ। ଦୁଇଦିନିଆ ଓଡିଶା ଗସ୍ତରେ ଆସି ଏହି ମନ୍ତବ୍ୟ ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ