Masthead

ଗେଣ୍ଡୁ ଚାରା ଚୋରି ପାଇଁ ନାବାଳିକାକୁ ହତ୍ୟା

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ); ସାମାନ୍ୟ ଗେଣ୍ଡୁ ନାବାଳିକାକୁ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଳା ଉଦଳା ଭାଲୁହୁରୁଡା ଗାଁରେ । ସୂଚନାନୁଯାୟୀ ନିଜ ୧୨ ବର୍ଷର ଝିଅ ସରସ୍ୱତୀକୁ ଛାଡି ଭୁବନେଶ୍ୱର ଆସିଥିଲେ ସୀତା ହାଁସଦା ।

ଭୁବନେଶ୍ୱର ଆସିବା ପରେ ପଡୋଶୀ ସୀତାଙ୍କୁ ଫୋନ କରି ଝିଅ ଗେଣ୍ଡୁ ଜଛ ଚୋରି କରିଥିବା କହିଥିଲେ । ସୀତା ରାତିରେ ଆସି ଘରେ ପହଞ୍ଚିଲାବେଳକୁ ଝିଅର ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ସରସ୍ୱତୀଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ମଧ୍ୟ ଦେଖାଯାଇଥିଲା । ଗେଣ୍ଡୁଗଛ ଚୋରି କରିବାରୁ ପଡୋଶୀ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ