Masthead

ପରଲୋକରେ ଆଙ୍କର ଗୀତାଞ୍ଜଳୀ ଆୟାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପରଲୋକରେ  ଆଙ୍କର ଗୀତାଞ୍ଜଳୀ ଆୟାର । ଗୀତାଞ୍ଜଳୀ ଟେଲିଭିଜନ ଉପସ୍ଥାପିକା ତଥା ଦୂରଦର୍ଶନର ପ୍ରଥମ ମହିଳା ଇଂରାଜୀ ନ୍ୟୁଜ୍ ଉପସ୍ଥାପିକା । ଆୟାରଙ୍କ ବୁଧବାର ପରଲୋକ ଘଟିଛି। ୩ ଦଶନ୍ଧିର କାର୍ଯ୍ୟକାଳରେ ୪ ଥର ଶ୍ରେଷ୍ଠ ଖବର ଉପସ୍ଥାପିକା ପୁରସ୍କାର ହାସଲ କରିଥିଲେ। ତାଙ୍କର ବିୟୋଗରେ ସାମ୍ବାଦିକତା ଜଗତରେ ଗଭୀର ଶୋକ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି