Masthead

ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମର ସମସ୍ତ ବିବରଣୀ ଦିଅ: ହାଇକୋର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ । ଓଡିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଅଧିନୀୟମ ଅନୁଯାଇ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ଉପରେ ସାମାଜିକ ଅଡିଟ୍ ବିବରଣୀ ପ୍ରଦାନ କରିବାକୁ ଓଡିଶା ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏ ନେଇ ନଭେମ୍ବର ୧ତାରିଖ ଧାର୍ଯ୍ୟ କରାଯାଇଛି । ସୋମବାର ଅତିରିକ୍ତ ମୁଖ୍ୟ ସଚିବ,ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ଦା୍ୱରା ଦାଖଲ ହୋଇଥିବା ଏକ ଆଫିଡେଭିଟ୍ ଉପରେ ଅଦାଲତ ନିର୍ଦ୍ଦେଶ ଦେଇଛି ।୨୦୧୯ ରେ ରାଜ୍ୟରେ ଏନଏଫଏସଏ ର ସଠିକ କାର୍ଯ୍ୟକାରୀତା ପାଇଁ ଓଡିଶା ରାଜ୍ୟ ଆଇନ ସେବା ଓଏସଏଲଏସଏ ଆବେଦନ କରିଥିବା ପିଏଲ ର ଶୁଣାଣି କରିଥିଲା ।

ଏହି ଆଫିଡେଭିଟ୍ ଅନୁଯାଇ, କେବଳ ଉଚିତ  ମୂଲ୍ୟ ଦୋକାନ ଏବଂ କାର୍ଯ୍ୟକ୍ଷମ ଜନସାଧାରଣ ବଣ୍ଟନ ବ୍ୟବସ୍ଥା ଉପରେ କାର୍ଯ୍ୟ କରାଯାଇଛି ।ଏପଟେ ଡିଜିଆରଓ କେବଳ ଟିପିଡିଏସ ରେ ସୀମିତ ନୁହେଁ ,ଏହା ଇଣ୍ଟିଗ୍ରେଟେଡ୍ ଶିଶୁ ବିକାଶ ଯୋଜନା ,ମେଣ୍ଟେନେବିଲିଟି ବେନିଫିଟ ପ୍ରୋଗ୍ରାମ ସହିତ ଅନନ୍ୟା ସ୍କିମ୍ ଅଧିକାରର ଉଲ୍ଲଘଂନକୁ ମଧ୍ୟ ଦେଖେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ