Masthead

ଆମକୁ ଔଷଧ ଦିଅ

(ବଡ଼ ଖବର ବ୍ୟୁରୋ): ଆମକୁ ତୁରନ୍ତ ଔଷଧ ଦିଅ । କୋଭିଡ୍ ଟେଷ୍ଟିଂ କିଟ୍ ଦିଅ । ଏଭଳି ବିକଳ ହୋଇ ମିଜୋରାମ ସ୍ୱାସ୍ଥ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡାଭିୟାଙ୍କୁ ଚିଠି ଲେଖିଛନ୍ତି । ମିଜୋରାମ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ଆର ଲାଥାଙ୍ଗଲିଆନା ଚିଠିରେ ଉଲ୍ଲେଖ କରିଛନ୍ତି, ମିଜୋରାମ ଏକ ପଛୁଆ ରାଜ୍ୟ ।

ଆସାମର ଲୈଲାପୁର ଓ ମିଜୋରାମର ଭାଇରେନଗେଟ୍ ଅଞ୍ଚଳରେ ସୀମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ହୋଇଥିଲା । ଏହି ସଂଘର୍ଷରେ ଆସାମ ପୋଲିସର ୬ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଆହତ ହୋଇଥିଲେ । ଏହି ଘଟଣା ପରେ ଆସାମ ସରକାର ମିଜୋରାମକୁ କୌଣସି ଔଷଧ ବୋଝେଇ ଗାଡ଼ି ଛାହୁଁ ନଥିବାରୁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ