Masthead

ଆମକୁ ଔଷଧ ଦିଅ

(ବଡ଼ ଖବର ବ୍ୟୁରୋ): ଆମକୁ ତୁରନ୍ତ ଔଷଧ ଦିଅ । କୋଭିଡ୍ ଟେଷ୍ଟିଂ କିଟ୍ ଦିଅ । ଏଭଳି ବିକଳ ହୋଇ ମିଜୋରାମ ସ୍ୱାସ୍ଥ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡାଭିୟାଙ୍କୁ ଚିଠି ଲେଖିଛନ୍ତି । ମିଜୋରାମ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ଆର ଲାଥାଙ୍ଗଲିଆନା ଚିଠିରେ ଉଲ୍ଲେଖ କରିଛନ୍ତି, ମିଜୋରାମ ଏକ ପଛୁଆ ରାଜ୍ୟ ।

ଆସାମର ଲୈଲାପୁର ଓ ମିଜୋରାମର ଭାଇରେନଗେଟ୍ ଅଞ୍ଚଳରେ ସୀମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ହୋଇଥିଲା । ଏହି ସଂଘର୍ଷରେ ଆସାମ ପୋଲିସର ୬ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଆହତ ହୋଇଥିଲେ । ଏହି ଘଟଣା ପରେ ଆସାମ ସରକାର ମିଜୋରାମକୁ କୌଣସି ଔଷଧ ବୋଝେଇ ଗାଡ଼ି ଛାହୁଁ ନଥିବାରୁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ