ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୬୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୫୨,୮୬୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୩୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।
Prev Post
ଆଗକୁ ପଢନ୍ତୁ