Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୮୨୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୫୦,୮୨୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୧,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ