Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୭୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୪୭୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୩୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି