Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୭୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୪୭୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୩୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳିକାଙ୍କୁ ବିବାହ କରି ଏସଆଇ ନିଲମ୍ବିତ 🔴 ପୋଲିସର ପରିଚୟ ଦେଇ ଲୁଟି ନେଲେ ସୁନା 🔴 ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନ, ୧୦ ଜିଲ୍ଲାକୁ ସତର୍କ 🔴 ପଟ୍ଟାମୁଣ୍ଡାଇରେ ନାବାଳିକା ପୋଡ଼ି ମାମଲା, ପୁରୁଷ ବନ୍ଧୁ ଗିରଫ 🔴 ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା 🔴 ଓଲଟିଲା ଯାତ୍ରୀବାହୀ ବସ୍‌; ୧୦ରୁ ଊର୍ଦ୍ଧ୍ବ ଗୁରୁତର 🔴 ଜାମ୍ମୁକାଶ୍ମୀରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ନାବାଳିକାଙ୍କୁ ବିବାହ କରି ଏସଆଇ ନିଲମ୍ବିତ 🔴 ପୋଲିସର ପରିଚୟ ଦେଇ ଲୁଟି ନେଲେ ସୁନା 🔴 ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନ, ୧୦ ଜିଲ୍ଲାକୁ ସତର୍କ 🔴 ପଟ୍ଟାମୁଣ୍ଡାଇରେ ନାବାଳିକା ପୋଡ଼ି ମାମଲା, ପୁରୁଷ ବନ୍ଧୁ ଗିରଫ 🔴 ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା 🔴 ଓଲଟିଲା ଯାତ୍ରୀବାହୀ ବସ୍‌; ୧୦ରୁ ଊର୍ଦ୍ଧ୍ବ ଗୁରୁତର 🔴 ଜାମ୍ମୁକାଶ୍ମୀରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ