Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୫୮୦  ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୫୮୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୦,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ