Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୩୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୯୦୦ ଟଙ୍କା ରହିଛି । ସେହିପରି ଆଜି ରୁପା ଦର ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !