Masthead

ପ୍ରଭୁ ବିଶ୍ୱବାସୀଙ୍କୁ ଉଦ୍ଧାର କର

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ବିଶ୍ୱବାସୀଙ୍କୁ କରୋନାରୁ ମୁକ୍ତି ଦେବାପାଇଁ ଜଳରେ ଭାସୁଛନ୍ତି ବୟସ୍କ ବ୍ୟକ୍ତି । କରୋନାରୁ ବିଶ୍ୱକୁ ମୁକ୍ତ କରିବା ପାଇଁ ଜଳଯୋଗ ମାଧ୍ୟମରେ ପ୍ରଭୁ ଜଗନ୍ନାଥଙ୍କୁ ପାର୍ଥନା କରୁଛନ୍ତି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ସରପାରି ଗ୍ରାମର ସୁଦାମ ଚରଣ ସାହୁ।

 

ସୁଦାମଙ୍କ ବୟସ ୪୬ ବର୍ଷ । ସେ ମଲାଗୁଣି ନଦୀରେ ଜଳ ଯୋଗକରୁଛନ୍ତି। ତାଙ୍କ ଜଳଯୋଗର ଦୀର୍ଘ ୪ ଘଣ୍ଟାର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ