ପୁରୀ ଯାଉଛନ୍ତି କି ? ଜାଣନ୍ତୁ ଗାଇଡ ଲାଇନ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ କରୋନା କଟକଣା କଡାକଡି କରାଯାଇଛି। ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲ୍ଲାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଶହେ ପାର ହୋଇଛି। ବଢୁଥିବା ସଂକ୍ରମଣକୁ ଆଖି ଆଗରେ ରଖି ପୁରୀ ଜିଲ୍ଲା ପ୍ରଶାସନ ଏହି ନିସ୍ପତ୍ତି ନେଇଛି।

ବଢ଼ୁଥିବା କୋଭିଡ୍ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଆରଟି ପିସିଆର ନେଗେଟିଭି ରିପୋର୍ଟ ବାଧ୍ୟମୂଳକ କରାଯାଇଛି । କରୋନା ନେଗେଟିଭ୍ ରିପୋର୍ଟ ନଥିଲେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ