Masthead

ଚଇତି ପର୍ବ ଦେଖିବା ହେଲା କାଳ

ସେମିଲିଗୁଡା (ବଡ଼ ଖବର ବ୍ୟୁରୋ): ଚଇତି ପର୍ବ ଦେଖିବା ହେଲା କାଳ । ନଦୀପାର ହୋଇ ଯାଇ ଥିଲେ ଚଇତି ପରବ ଦେଖିବା ପାଇଁ । ଫେରିବା ବେଳକୁ ନଦୀରେ ବୁଡିଗଲା ଡଙ୍ଗା । ଲମତାପୁଟ ବ୍ଲକ ଉମେଲ ଗ୍ରାମ ପଂଚାୟତର ୮ ଜଣ ଡଙ୍ଗାରେ ନଦୀପାର ହୋଇ ଚଇତି ପରବ ଦେଖିବା ପାଇଁ ଯାଇଥିଲେ । ଫେରିବା ବେଳକୁ ଡଙ୍ଗା ବୁଡିଯାଇଥିଲା ।

୮ଜଣଙ୍କ ମଧ୍ୟରୁ ୪ଜଣ ପହଁରି କୂଳରେ ପହଁଚି ଥିଲେ । ମାତ୍ର ୪ଜଣ ନିଖୋଜ ହୋଇଯାଇଥିଲେ । ଘଟଣା ସ୍ଥଳରେ ସେମିଲିଗୁଡା ତହସିଲଦାର ପହଁଚି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି । ଦମକଳ ବାହିନି ଜଣକର ମୃତଦେହ ଉଦ୍ଧାର କରିଛି । ଅନ୍ୟମାନେ ନିଖୋଜ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ