Masthead

ଆୟବହିର୍ଭୂତ ସମ୍ପତ୍ତି ଠୁଳ: ଗୋଲାମୁଣ୍ଡା ଏସଆଇ ଗିରଫ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନାର ସବ୍‌ଇନ୍ସପେକ୍ଟର୍ ଉଗ୍ରସେନ ପଟେଲଙ୍କୁ ଗିରଫ । ବାଇକ୍‌ରେ ୨ ଲକ୍ଷ ଟଙ୍କା ନେଉଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍ସ) ଅଧିକାରୀ ତାଙ୍କୁ ଅଟକ ରଖି ପଚରାଉଚରା କରିଥିଲେ। ସେ ନେଉଥିବା ଟଙ୍କାର ଉପଯୁକ୍ତ ହିସାବ ଦେଇ ପାରିନଥିଲେ ।

ସେହି କାରଣରୁ ତାଙ୍କୁ ଗିରଫ କରାଯାଇଛି। ନବରଙ୍ଗପୁର ଭିଜିଲାନ୍ସ ଇନ୍ସପେକ୍ଟର କଳାବତୀ ବାଗଙ୍କ ନେତୃତ୍ବରେ ଅଜିତ ପାଢ଼ୀ, ମାଲକାନାଗିରି ଡିଏସ୍‌ପି ଶୁସାନ୍ତ କୁମାର ବିଶ୍ବାଳ, ନୂଆପଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ଦୀନବନ୍ଧୁ ବେହେରା, କଳାହାଣ୍ଡି ଜିଲା ଡିଏସ୍‌ପି ସତ୍ୟବାନ ମହାନନ୍ଦ, ପ୍ରମିଳା ସୁନାନୀ ପ୍ରମୁଖ ଏହି ଚଢ଼ଉ ଦଳରେ ସାମିଲ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ