Masthead

ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଗିରଫ

ଧର୍ମଗଡ଼(ବଡ଼ ଖବର ବ୍ୟୁରୋ): ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଗିରଫ । ୫ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଗୋଲାମୁଣ୍ଡା ବିଡିଓ । ଭବାନୀପାଟଣାରୁ ମିଟିଂ ସାରି ଫେରିବା ବେଳେ ଧରାପଡ଼ିଥିଲେ । ୪.୯୨ ଲକ୍ଷ ଟଙ୍କା ଜବତ ମାମଲାରେ ଗିରଫ କଲା ଭିଜିଲାନ୍ସ । ସରକାରୀ ଗାଡ଼ିରେ ଫେରିଲାବେଳେ ଜାରିଂ ଛକରେ ଧରାପଡ଼ିଥିଲେ । ଜବତ ଟଙ୍କାର ତଥ୍ୟ ପ୍ରମାଣ ଦେଇପାରି ନଥିଲେ ବିଡିଓ । ଯେଉଁଥି ପାଇଁ ତାଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା