Masthead

୨୫ ମିଟର ପିସ୍ତଲ ମହିଳା ଇଭେଣ୍ଟରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏସିଆନ୍ ଗେମ୍ସରେ ଚୀନରେ ଚମକିଲେ ଭାରତୀୟ କ୍ରୀଡାବିତ । ୨୫ ମିଟର ପିସ୍ତଲ ମହିଳା ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି । ମନୁ ଭାକର, ଇଶା ସିଂ ଓ ରିଦିମ୍ ସଙ୍ଗୱାନଙ୍କୁ ମିଳିତ ସଫଳତା ମିଳିଛି । ଭାରତ ଏବେ ସୁଦ୍ଧା ମୋଟ ୪ଟି ସ୍ୱର୍ଣ୍ଣ ପଦକ ଜିତିଛି । ଏପର୍ୟ୍ୟନ୍ତ ଭାରତକୁ ୪ଟି ସୁନା , ୫ଟି ରୌପ୍ୟ ଓ ୭ଟି ବ୍ରୋଞ୍ଜ ପଦକ ମିଳିଛି । ୧୬ପଦକ ସହ ତାଲିକାର ସପ୍ତମ ସ୍ଥାନରେ ରହିଛି ଭାରତ । ଅନ୍ୟପଟେ ୫୦ମିଟର ରାଇଫଲ୍ସ ୩ ପୋଜିସନରେ ଭାରତକୁ ରୌପ୍ୟ ପଦକ ମିଳିଛି । ସାମ୍ରା, ଆଶି ଓ ମାନିନୀ ଟିମ୍‌ ଇଭେଣ୍ଟରେ ଜିତିଲେ ରୌପ୍ୟ ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ