Masthead

ଆକାଶ ଛୁଆଁ ସୁନା ଦର, ଲକ୍ଷେ ଟପିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୁ ହୁ ବଢିବାରେ ଲଗିଛି ସୁନା ଦର । ରେଟରେ ଲାଗୁନି ବ୍ରେକ୍ । ୮୦ ହଜାର ପାର ସୁନା ଦର । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି। ଆଗକୁ ସୁନା ଦର ୯୦ ହଜାର ଅତିକ୍ରମ କରିବା ଆଶଙ୍କା କରାଯାଉଛି। ଦେଶରେ ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନାଦର । ୨୨ କ୍ୟାରେଟ୍ ସୁନାଦର ୮୦ ହଜାର ୬୦୦ ଟଙ୍କା ।

ନୂଆ ଦିଲ୍ଲୀରେ ଏବେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ୮୮ହଜାର ୫୦୦ ଟଙ୍କାରେ ପହଞ୍ଚିଲାଣି। ଭୁବନେଶ୍ବରରେ ଏବେ ୮୭ ହଜାର ୭୦ ଟଙ୍କା ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ସୁନାର ଆଉନ୍‌ସ ପିଛା ଦର ରେକର୍ଡ ୨୯୦୦ ଡଲାରରେ ପହଞ୍ଚିଛି। ଇସ୍ପାତ ଓ ଆଲୁମିନିୟମ୍ ଉପରେ ୨୫ ପ୍ରତିଶତ ଟିକସ ଲଗାଇବାକୁ ଟ୍ରମ୍ପ ଘୋଷଣା କରିବା ପରଠାରୁ ସୁନା ମୂଲ୍ୟ ବଢିବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା