Masthead

ବିଜ୍ଞାପନରେ ଗୋଲଡେନ୍ ବୟ ନୀରଜ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଅଭିନୟରେ ପାଦଦେଲେ ନୀରଜ ଚୋପ୍ରା । ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ସଫଳତା ପରେ ଏବେ ଅଭିନୟରେ ପାଦ ଥାପିଛନ୍ତି । ବିଜ୍ଞାପନରେ ଗୋଲଡେନ୍ ବୟ ନୀରଜ ଚୋପ୍ରା । ନୀରଜ ନିଜେ ତାଙ୍କ ଟ୍ୱିଟର ଆକାଉଣ୍ଟରେ ବିଜ୍ଞାପନର ଭିଡିଓ ସେୟାର କରିଛନ୍ତି । ନୀରଜଙ୍କ ଜବରଦସ୍ତ ଅଭିନୟ ଏବେ ବିଜ୍ଞାପନ ଦୁନିଆରେ ଚର୍ଚ୍ଚା ସୃଷ୍ଟି କରିଛି ।

ଏକ କ୍ରେଡିଟ୍ କାର୍ଡ ଭିତିକ ବିଜ୍ଞାପନରେ ଅଭିନୟ କରିଛନ୍ତି ନୀରଜ । ଏଥିରେ ନୀରଜଙ୍କୁ ବିଭିନ୍ନ ଚରିତ୍ରରେ ଦେଖିବାକୁ ମିଳିଛି । ଅଲଗା ଅଲଗା ଲୁକରେ ଅଲଗା ହେୟାର ଷ୍ଟାଇଲରେ ନଜର ଆସୁଛନ୍ତି ନୀରଜ ଚୋପ୍ରା । ତାଙ୍କ ଏହି ଅଭିନୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା