Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ସୁନା ଦର କମିଛି  । ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୦୦୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୯,୦୦୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୬୫୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୮୦୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୫,୦୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ