Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି  । ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୩୫୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୫୧,୫୦୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୪୯୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୬୩୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୫,୦୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର