Masthead

ଖୁସି ଖବର : ଚିକିତ୍ସା ପାଇବ ଅଭିଜିତ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବଡ଼ ଖବରର ପ୍ରଭାବ । ଅଭିଜିତଙ୍କ ପାଖରେ ପହଞ୍ଚିଲା ଡ଼ାକ୍ତରୀ ଟିମ । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ । ଅଭୟ ମହାଲିକଙ୍କ ପୁଅ ଅଭିଜିତର ଅସ୍ୱଭାବିକ ଭାବେ ହାତରେ ମାଂସ ବଢିବା ସହିତ ପେଟରେ ଟ୍ୟୁମର ହୋଇଥିଲା । ନିଜର ସର୍ବସ୍ୱ ଖର୍ଚ୍ଚ କରି ଭଲ ନହେବା ପରେ ବଡ଼ ଖବର ସହିତ ଯୋଗାଯୋଗ କରିଥିଲେ । ବଡ଼ ଖବରରେ ନ୍ୟୁଜ ପ୍ରସାରଣ ପରେ ଭଦ୍ରକ ଜିଲ୍ଲାପାଳ ଅଭିଜିତଙ୍କ ସ୍ୱାସ୍ଥ୍ୟବସ୍ଥା ଦେଖିବା ପାଇଁ ଡ଼ାକ୍ତରୀ ଟିମକୁ ଧରି ପହଞ୍ଚିଥିଲେ । ସରକାରଙ୍କ ସହାୟତା ମିଳିଲେ ପୁଅ ଭଲ ହୋଇପାରନ୍ତା ବୋଲି କହିଛନ୍ତି ଅଭିଜିତଙ୍କ ବାପା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ