Masthead

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ ଉପହାର ଘୋଷଣା କରାଯାଇଛି। ୩୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ୩୭୩୭ କୋଟି ଟଙ୍କା ଦିୱାଲୀ ବୋନସ ଦେବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଛି।
କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କ୍ୟାବିନେଟ ବୈଠକ ପରେ ଗମାଧ୍ୟମକୁ କହିଛନ୍ତି ଯେ ସିଧାସଳଖ ଲାଭ ଟ୍ରାନ୍ସଫର ମାଧ୍ୟମରେ କର୍ମଚାରୀମାନଙ୍କ ଆକାଉଣ୍ଟକୁ ବୋନସ ଟଙ୍କା ପଠାଯିବ।

କେନ୍ଦ୍ର କ୍ୟାବିନେଟର ଏହି ନିଷ୍ପତ୍ତି ୩୦ ଲକ୍ଷରୁ ଅଧିକ ଅଣ-ଗେଜେଟେଡ୍ କର୍ମଚାରୀଙ୍କୁ ଉପକୃତ କରିବ। ରାଜକୋଷ ଉପରେ ୩୭୩୭ କୋଟି ଟଙ୍କା ଅତିରିକ୍ତ ବୋଝ ପଡିବ । ଗତ ସପ୍ତାହରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ୱତନ୍ତ୍ର ଉତ୍ସବର ଆଡଭାନ୍ସ ସ୍କିମ୍ ଆରମ୍ଭ କରିବାକୁ ଘୋଷଣା କରିଥିଲେ। ଏହା ଅଧୀନରେ କର୍ମଚାରୀମାନେ ୧୦ ହଜାର ଟଙ୍କା ଆଗୁଆ ନେବାକୁ ସକ୍ଷମ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା