Masthead

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ ଉପହାର ଘୋଷଣା କରାଯାଇଛି। ୩୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ୩୭୩୭ କୋଟି ଟଙ୍କା ଦିୱାଲୀ ବୋନସ ଦେବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଛି।
କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କ୍ୟାବିନେଟ ବୈଠକ ପରେ ଗମାଧ୍ୟମକୁ କହିଛନ୍ତି ଯେ ସିଧାସଳଖ ଲାଭ ଟ୍ରାନ୍ସଫର ମାଧ୍ୟମରେ କର୍ମଚାରୀମାନଙ୍କ ଆକାଉଣ୍ଟକୁ ବୋନସ ଟଙ୍କା ପଠାଯିବ।

କେନ୍ଦ୍ର କ୍ୟାବିନେଟର ଏହି ନିଷ୍ପତ୍ତି ୩୦ ଲକ୍ଷରୁ ଅଧିକ ଅଣ-ଗେଜେଟେଡ୍ କର୍ମଚାରୀଙ୍କୁ ଉପକୃତ କରିବ। ରାଜକୋଷ ଉପରେ ୩୭୩୭ କୋଟି ଟଙ୍କା ଅତିରିକ୍ତ ବୋଝ ପଡିବ । ଗତ ସପ୍ତାହରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ୱତନ୍ତ୍ର ଉତ୍ସବର ଆଡଭାନ୍ସ ସ୍କିମ୍ ଆରମ୍ଭ କରିବାକୁ ଘୋଷଣା କରିଥିଲେ। ଏହା ଅଧୀନରେ କର୍ମଚାରୀମାନେ ୧୦ ହଜାର ଟଙ୍କା ଆଗୁଆ ନେବାକୁ ସକ୍ଷମ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ