Masthead

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ।

ନବୀନ ପଟ୍ଟନାୟକ ବିଧାନସଭାରେ ଏହି ସଂକଳ୍ପ ଆଣିଥିବା ବେଳେ ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଥିବା କହିଛନ୍ତି ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର । ସରକାରଙ୍କ ଏଭଳି ନିଷ୍ପତି ଗ୍ରାମଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ବେଶ ଲାଭଦାୟକ ରହିବ । ଗ୍ରାମାଞ୍ଚଳରେ ଇଞ୍ଜନିୟରିଂ ଓ ମେଡିକାଲ ପଢିବାକୁ ଚାହୁଁଥିବା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ଏହି ନିଷ୍ପତି ବେଶ ସହାୟକ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା