Masthead

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର

ଦେଶରେ ପର୍ଯ୍ୟଟକଙ୍କୁ ଆକୃଷ୍ଠ କରିବା ପାଇଁ କେନ୍ଦ୍ର ସରକାର ପୁଣି ଏକ ପଦକ୍ଷେପ ନେବାକୁ ଯାଉଛନ୍ତି । ଲଦାଖ୍କୁ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରାଯିବ ବୋଲି କହିଛନ୍ତି କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀ । ଲଦାଖ୍ର ଜୋଲି-ଲା ଏବଂ ଜେ-ମୋର ମଧ୍ୟରେ ୧୯ କିଲୋମିଟର ଅଂଚଳକୁ ବିଶ୍ୱର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀର ରୂପ ଦିଆଯିବ । ଗଡକରୀ କହିଛନ୍ତି, ଏହି ଅଂଚଳ ସ୍ୱିଜରଲ୍ୟାଣ୍ଡର ଡାଭୋସ ଅପେକ୍ଷା ଅଧିକ ସୁନ୍ଦର ହେବ । ଏହାସହ ସେଠାରେ ରିସର୍ଟ, ହୋଟେଲ, କନଫରେନ୍ସ ହଲ୍ ସହିତ ଏକ ନୂତନ ‘ପାହାଡ ସହର’ କରିବାକୁ ଯୋଜନା କରୁଛୁ ବୋଲି କହିଛନ୍ତି ଗଡକରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ