Masthead

ଖୁସି ଖବର : ଜିରୋ ଡେଥ୍

ଭୁବନେଶ୍ୱର: ଦେଶରେ ଲୋକେ କରୋନା ଭୂତାଣୁର ନୂଆ ଷ୍ଟ୍ରେନକୁ ନେଇ ଭୟଭୀତ ଅବସ୍ଥାରେ ଥିବାବେଳେ ଆଜି ଓଡିଶା ପାଇଁ ଖୁସି ଖବର ରହିଛି । ଆଜି ୬ ମାସ ପରେ ପ୍ରଥମ ଥର ପାଇଁ ଓଡିଶାରେ କୌଣସି କୋଭିଡ ମୃତ୍ୟୁ ହୋଇନାହିଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୌଣସି କୋଭିଡ ମୃତ୍ୟୁ ହୋଇ ନାହିଁ । କୋଭିଡ ୱାରିୟର୍ସରଙ୍କ ନିରନ୍ତର ଉଦ୍ୟମ ପାଇଁ ଏହା ସମ୍ଭବ କରିପାରିଛି ବୋଲି ବିଭାଗ କହିଛି । ଜାନୁଆରୀ ୪ ପର୍ଯ୍ୟନ୍ତ ଓଡିଶାରେ କୋଭିଡ ମୃତ୍ୟୁ ସଂଖ୍ୟା ୧,୮୮୨ କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ